www.samajalive.in
Sunday, December 7, 2025
26.1 C
Bhubaneswar

ଏନସାଇକ୍ଲୋପିଡିଆ ଭଳି ଆସିବ ‘ଗାନ୍ଧୀପିଡିଆ’

ନୂଆଦିଲ୍ଲୀ: ଏନସାଇକ୍ଲୋପିଡିଆ ଭଳି ଆସିବ ‘ଗାନ୍ଧୀପିଡିଆ’। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୀବନାଦର୍ଶ, ଚିନ୍ତାଧାରା ଏବଂ ଦର୍ଶନଶାସ୍ତ୍ର ବିଷୟରେ ଯୁବପିଢ଼ିଙ୍କୁ ସଚେତନ କରାଇବା ଲାଗି ଗାନ୍ଧୀପିଡିଆ ପ୍ରସ୍ତୁତ କରାଯିବ। ନ୍ୟାଶନାଲ କାଉନ୍‌ସିଲ ଫର ସାଇନ୍ସ ମ୍ୟୁଜିୟମ ଦ୍ବାରା ଏହା ପ୍ରସ୍ତୁତ କରାଯିବ ବୋଲି ଶୁକ୍ରବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ ସମୟରେ ଘୋଷଣା କରିଛନ୍ତି।

ଗାନ୍ଧିଜୀଙ୍କ ୧୫୦ ତମ ଜୟନ୍ତୀ ପାଳନକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଗାନ୍ଧିଜୀଙ୍କ ୧୫୦ ତମ ଜୟନ୍ତୀ ଉତ୍ସବ ଲାଗି ନରେନ୍ଦ୍ର ମୋଦୀ ସରକାର ବିଶ୍ଵବ୍ୟାପୀ କାର୍ଯ୍ୟକ୍ରମ କରିବା ଲାଗି ଯୋଜନା କରିଛନ୍ତି। ବିଭିନ୍ନ ଦେଶରେ ବଡ଼ ବଡ଼ ଅଟ୍ଟାଳିକାରେ ଗାନ୍ଧିଜୀଙ୍କ ଫଟୋଚିତ୍ର ପ୍ରୋଜେକ୍ଟର ମାଧ୍ୟମରେ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ହୋଇଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories