www.samajalive.in
Saturday, December 13, 2025
27.1 C
Bhubaneswar

ଗ୍ୟାସ୍ ଟାଙ୍କି ଫାଟି ଜଳିଗଲା ଘର

ହୀରାକୁଦ : ସମ୍ବଲପୁର ଜିଲା ହୀରାକୁଦଠାରେ ଶୁକ୍ରବାର ଗ୍ୟାସ୍ ଟାଙ୍କି ଫାଟି ଏକ ଘର ଜଳି ଯାଇଥିବା ଜଣାପଡ଼ିଛି। ଦଳମଳବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଅଗ୍ନିକାଣ୍ଡରେ କେହିହେଲେ ମୃତାହତ ହୋଇ ନଥିବା ସୂଚନା ମିଳିଛି।

Hot this week

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

Related Articles

Popular Categories