www.samajalive.in
Friday, December 12, 2025
16.1 C
Bhubaneswar

ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ: ରଥଯାତ୍ରା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀ ସହିତ ଜନ୍ମବେଦୀକୁ ଯାତ୍ରା କରିଥିବାବେଳେ ଶ୍ରୀମନ୍ଦିର ଖାଲିପଡ଼ିଛି। ଏହି ଅବସରରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ ଆରମ୍ଭ ହୋଇଛି। ଭାରତୀୟ ପ୍ରତ୍ନତାତ୍ଵିକ ସର୍ବେକ୍ଷଣ ସଂସ୍ଥା(ଏଏସଆଇ) ଏବଂ ରୁର୍‌କୀ ସିବିଆରଆଇର ବରିଷ୍ଠ ଅଧିକାରୀମାନେ ଗର୍ଭଗୃହ ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛନ୍ତି। ଗର୍ଭଗୃହର ପ୍ରଥମ ମହଲା ଓ ଦ୍ବିତୀୟ ମହଲା ସହିତ କାନ୍ଥ, ଷ୍ଟିଲ କ୍ରସ୍‌ ଯାଞ୍ଚ କରାଯିବ। ଏହି ସମୟରେ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୂର୍ତ୍ତ ବିଭାଗର ମୁଖ୍ୟ ଯନ୍ତ୍ରୀ ଉପସ୍ଥିତ ଥିଲେ। ଯାଞ୍ଚ ସମୟରେ ଗର୍ଭଗୃହର ଭେଣ୍ଟିଲେଶନ ଉପରେ ମଧ୍ୟ ଗୁରୁତ୍ଵ ଦିଆଯିବ। ଗର୍ଭଗୃହ ସହିତ ନାଟ ମଣ୍ଡପ ମଧ୍ୟ ଯାଞ୍ଚ କରାଯାଉଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories