www.samajalive.in
Sunday, December 14, 2025
14.1 C
Bhubaneswar

ତିନି ଶହ ପର୍ଯ୍ୟଟନ ସ୍ଥଳୀର ବିକାଶ କରିବେ ଆସାମ ସରକାର

ଆସାମ: ଆସାମ ସରକାର ରାଜ୍ୟରେ ଥିବା ୩୧୬ଟି ପର୍ଯ୍ୟଟନ ସ୍ଥଳୀର ଉନ୍ନତି କରଣ ପାଇଁ ପଦକ୍ଷେପ ନେଇଛନ୍ତି। ଏକ ଆଲୋଚନାରେ ଭାଗ ନେଇ ଆସାମ ପର୍ଯ୍ୟଟନ ବିକାଶ ନିଗମ ପରିଚାଳନା ନିର୍ଦ୍ଦେଶକ ଭାଷ୍କର ଫୁକନ୍‍ କହିଛନ୍ତି, ଆସାମ ଦର୍ଶନ ଯୋଜନା ଅଧୀନରେ ଏହିସବୁ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ଦେଢ଼ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସେ କହିଛନ୍ତି, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକରେ ଶୌଚାଳୟ ବ୍ୟବସ୍ଥା, ବର୍ଜ୍ୟବସ୍ତୁ ପରିଚାଳନା, ପାନୀୟ ଜଳ ଯୋଗାଣ ଏବଂ ପ୍ରତିକ୍ଷାଳୟ ନିର୍ମାଣ କରାଯିବ। ଫୁକନ୍‍ ଆହୁରି ମଧ୍ୟ କହିଛନ୍ତି, ଆସାମରେ ନଦୀ ପର୍ଯ୍ୟଟନର ବିକାଶକୁ ଦୃଷ୍ଟିରେ ରଖି ବ୍ରହ୍ମପୁତ୍ରର ବିକାଶ କରାଯିବ। ପର୍ଯ୍ୟଟନ ବିକାଶ କ୍ଷେତ୍ରରେ କୌଶଳ ବିକାଶ ପାଇଁ ପ୍ରଶିକ୍ଷଣ ବ୍ୟବସ୍ଥା କରାଯାଇଥିବା ସେ କହିଛନ୍ତି।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories