www.samajalive.in
Monday, December 8, 2025
14.1 C
Bhubaneswar

ଫାଙ୍କା ଗୁଳି ଚଳାଇ ଡ଼ାକ୍ତରଙ୍କ ଠାରୁ ୫୦ ଲକ୍ଷ ଲୁଟ ଅଭିଯୋଗ

ଆଠଗଡ଼ : କଟକ ଜିଲା ଆଠଗଡ଼ ଏନଏଚ୍ ୫୫ ଇଏସଆର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଅପରାହ୍ନରେ ଜଣେ ଡ଼ାକ୍ତରଙ୍କ ଠାରୁ ୩ ଜଣ ଦୁର୍ବୃତ୍ତମାନେ ଫାଙ୍କା ଗୁଳି ଚଳାଇ ୫୦ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଡ଼ାକ୍ତର ଜଣଙ୍କ ଭୁବନେଶ୍ବରରୁ ଢେଙ୍କାନାଳ ଯାଉଥିବା ବେଳେ ଆଠଗଡ଼ ଠାରେ ଲୁଟ ହୋଇଥିବା ଜଣାପଡ଼ିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories