www.samajalive.in
Sunday, December 7, 2025
26.1 C
Bhubaneswar

ଭିଜିଲାନ୍ସ ଚଢଉ: କୋଟିପତି ସରପଞ୍ଚଙ୍କ ଘରୁ ମିଳିଲା ବନ୍ଧୁକ ଓ ଗୁଳି

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଅଙ୍କରଡ଼ା ସରପଞ୍ଚ ଉଷାନ୍ତ ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ହୋଇଥିବା ଚଢଉରେ ସେ କୋଟିପତି ବୋଲି ଜଣାପଡିଛି । କୋଟିପତି ସରପଞ୍ଚଙ୍କ ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସହ  ବନ୍ଧୁକ ଓ ଗୁଳି ମଧ୍ୟ ଜବତ ହୋଇଛି । ଚଢଉ ବେଳେ ତାଙ୍କ ଘରୁ ୫୦୦ ଗ୍ରାମ ସୁନା ଅଳଙ୍କାର ଏବଂ ନଗଦ ୬୦ ହଜାର ଟଙ୍କା ଜବତ ହୋଇଛି । ଏହା ସହିତ ପ୍ରାୟ ୨୮ ଲକ୍ଷ ଟଙ୍କାର ୨ଟି କାର ମଧ୍ୟ ଜବତ କରାଯାଇଛି । କେବଳ ସେତିକି ନୁହେଁ, ବିଭିନ୍ନ ସ୍ଥାନରେ ଥିବା ତାଙ୍କର ୧୨ଟି ପ୍ଲଟ୍‌ ଓ ୪ଟି କୋଠା ଭିଜିଲାନ୍ସ ଠାବ କରିଛି । ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ୱାଇଁ ସୂଚନା ଦେଇଛନ୍ତି ।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories