www.samajalive.in
Thursday, December 11, 2025
27.1 C
Bhubaneswar

ଶ୍ରୀରାମପୁର ଷ୍ଟେଟବ୍ୟାଙ୍କ ଶାଖାରେ ଦିନ ଦ୍ବିପ୍ରହରରେ ଡକାୟତି

ବାଲେଶ୍ବର : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଶ୍ରୀରାମପୁର ଷ୍ଟେଟବ୍ୟାଙ୍କ ଶାଖାରେ ଦିନ ଦ୍ବିପ୍ରହରରେ ଡକାୟତି ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ୬ ଜଣ ଯୁବକ ବାଇକରେ ଆସି ବ୍ୟାଙ୍କ କୋଷାଧ୍ୟକ୍ଷଙ୍କ ବେକରେ ଭୁଜାଲି ଲଗାଇ ଡକାୟତି କରିଥିଲେ। ଉଭୟ କ୍ୟାସ ବାକ୍ସ ଓ ଷ୍ଟ୍ରଙ୍ଗ ରୁମରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଲୁଟି ନେଇ ଚମ୍ପଟ ହୋଇଯାଇଥିବା ଜଣାପଡ଼ିଛି। ଡକାୟତମାନେ କଲେଜ ୟୁନିଫର୍ମ ପିନ୍ଧି ଆସିଥିବା ପ୍ରତ୍ୟକ୍ଷଦର୍ଶୀଙ୍କଠାରୁ ସୂଚନା ମିଳିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତନାଘନା ଆରମ୍ଭ କରିଛି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories