www.samajalive.in
Monday, December 8, 2025
24.1 C
Bhubaneswar

ବିଶ୍ବ ବିଶ୍ବବିଦ୍ୟାଳୟ କ୍ରୀଡ଼ା: ୨୦୦ ମିଟର ଫାଇନାଲରେ ଦୂତି

ଭୁବନେଶ୍ବର : ଇଟାଲୀର ନାପୋଲିରେ ଚାଲିଥିବା ୩୦ତମ ବିଶ୍ବ ବିଶ୍ବବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଆ ସ୍କ୍ରିଣ୍ଟର ଅଲିମ୍ପିଆନ ଦୂତି ଚାନ୍ଦ ୨୦୦ ମିଟର ଦୌଡ଼ର ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ୨୦୦ ମିଟର ମହିଳା ବିଭାଗ ସେମିଫାଇନାଲ ଦୌଡ଼କୁ ଦୂତି ୨୩.୨୪ ସେକେଣ୍ଡରେ ଅତିକ୍ରମ କରି ଫାଇନାଲ ଯୋଗ୍ୟତା ହାସଲ କରିଛନ୍ତି। ଦୁତି ପୂର୍ବରୁ ଭାରତୀୟ ଭାବେ ୧୦୦ ମିଟର ଦୌଡ଼କୁ ୧୧.୩୨ ସେକେଣ୍ଡରେ ଅତିକ୍ରମ କରି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଦୂତି କିଟ୍‌ ବିଶ୍ବବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ବ କରୁଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories