www.samajalive.in
Monday, December 8, 2025
27.1 C
Bhubaneswar

ବାଇକକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ ପୁଅ ମୃତ, ମାଁ ଗୁରୁତର

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସେମଳା ଛକ ପାଖରେ ସଡ଼କ ଦୁର୍ଘଟଣାରେ ପୁଅର ମୃତ୍ୟୁ ହୋଇଥିଲାବେଳେ ମାଆ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ମାଆ-ପୁଅ ବାଇକରେ ସୋନପୁରରୁ ତୁରେଇକଳା ଫେରୁଥିବାବେଳେ ଏକ ପିକଅପ୍ ଭ୍ୟାନ୍ ତାଙ୍କ ବାଇକକୁ ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ପୁଅର ମୃତ୍ୟୁ ହୋଇଥିଲାବେଳେ ମାଆ ଗୁରୁତର ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକେ ପିକ୍ଅପ୍ ଭ୍ୟାନଟିକୁ ଜାଳିଦେବା ସହ କ୍ଷତିପୂରଣ ଦାବିରେ ତୁରେଇକଳା-କଣ୍ଟାବାଞ୍ଜି ରାସ୍ତା ଅବରୋଧ କରିଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories