www.samajalive.in
Saturday, December 6, 2025
23.1 C
Bhubaneswar

ପାଟକୁରା ପାଇଁ କଂଗ୍ରେସର ୪୦ ଜଣିଆ ପ୍ରଚାରକ ତାଲିକା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ଦଳ ୪୦ ଜଣିଆ ତାରକା ପ୍ରଚାରକଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ଏଆଇସିସି ସାଧାରଣ ସଂପାଦକ ତଥା ଓଡିଶା କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂ, ଛତିଶଗଡ ସ୍ୱାସ୍ଥ୍ୟମନ୍ତ୍ରୀ ତଥା ଓଡିଶା କଂଗ୍ରେସର ଅତିରିକ୍ତ ପ୍ରଭାରୀ ଟି.ଏସ୍‍. ସିଂହଦେଓ ଏବଂ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଅଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ନରସିଂହ ମିଶ୍ର, ଚିରଞ୍ଜିବ ବିଶ୍ୱାଳ, ପ୍ରଦୀପ ମାଝୀ, ଡ. ରାମଚନ୍ଦ୍ର ଖୁଂଟିଆ, ଜି. ରୁଦ୍ର ରାଜୁ, ଶରତ ରାଉତ, ଡ. ବିଶ୍ୱରଂଜନ ମହାନ୍ତି, ଭକ୍ତ ଚରଣ ଦାସ, ରଞ୍ଜିବ ବିଶ୍ୱାଳ, ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ତାରାପ୍ରସାଦ ବାହିନୀପତି, ରମେଶ ଚନ୍ଦ୍ର ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ଦାଶରଥି ଗମାଙ୍ଗ, ମହମ୍ମଦ ମୋକିମ୍‍, ଡ. ସି.ଏସ୍‍.ରାଜନ ଏକ୍କା, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଗଣେଶ୍ୱର ବେହେରା, ଅଂଶୁମାନ ମହାନ୍ତି, ଦେବେନ୍ଦ୍ରନାଥ ଶର୍ମା, ଧରଣୀଧର ନାୟକ, ବିଜୟଲକ୍ଷ୍ମୀ ସାହୁ, ବନ୍ଦିତା ପରିଡା, ସସ୍ମିତା ବେହେରା, ଭୁଜବଳ ମାଝୀ, ବିରେନ୍‍ ସେନାପତି, ହମିଦ୍‍ ହୁସେନ୍‍, ଶୁଭେନ୍ଦୁ ମହାନ୍ତି, ସତ୍ୟପ୍ରକାଶ ନାୟକ, ଅରିନ୍ଦମ ସର୍କେଲ, ଜ୍ଞାନଦେବ ବେହୁରା, ଅମିୟ ପାଣ୍ଡବ ଓ ମନୀଷା ତ୍ରିପାଠୀ ପ୍ରମୁଖ ଏହି ତାରକା ପ୍ରଚାରକ ତାଲିକାରେ ସ୍ଥାନ ପାଇଥିବା ଜଣାପଡିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories