www.samajalive.in
Tuesday, December 9, 2025
15.1 C
Bhubaneswar

ବାହୁଡିଲେ ଶ୍ରୀଜିଉ : ଶ୍ରୀମନ୍ଦିର ସମ୍ମୁଖରେ ତିନି ରଥ

ପୁରୀ :  ସଅଳ ବାହୁଡାଯାତ୍ରା ସରିଛି । ଗୁଣ୍ଡିଚା ମନ୍ଦିରରୁ ଶ୍ରୀଜୀଉମାନେ ବାହୁଡିଛନ୍ତି । ଶ୍ରୀମନ୍ଦିରର ସିଂହଦ୍ୱାର ସମ୍ମୁଖରେ ତିନି ରଥ ପହଞ୍ଚିଛି । ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛି । ନନ୍ଦିଘୋଷରେ ଗହଳ ଲଗାଇ ଜଗତର ନାଥ ଶ୍ରୀଜଗନ୍ନାଥ ଡେରିରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି । ତେବେ ପ୍ରାୟ ୧ ଘଣ୍ଟା ପୂର୍ବରୁ ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରା ଦେବୀ ପହଞ୍ଚିଥିଲେ। ଆସନ୍ତାକାଲି ରଥଉପରେ ସୁନାବେଶ ଅନୁଷ୍ଠିତ ହେବ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories