www.samajalive.in
Monday, December 8, 2025
27.1 C
Bhubaneswar

ପାଟକୁରା ନିର୍ବାଚନ: ବିଜେଡିି ଓ ବିଜେପି ଘୋଷଣା କଲେ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର: ଆସନ୍ତା୨୦ରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ କଂଗ୍ରସର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପରେ ଉଭୟ ବିଜେଡି ଓ ବିଜେପି ସେମାନଙ୍କ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି।

ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବ୍ୟତୀତ ପ୍ରମିଲା ମଲିକ, ପ୍ରଫୁଲ୍ଲ କୁମାର ମଲିକ, ଶଶୀଭୂଷଣ ବେହେରା, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କେଶରୀ ଦେବ, ପ୍ରତାପ ଜେନା, ଅତନୁ ସବ୍ୟସାଚୀ ନାୟକ ଏବଂ ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ସ୍ଥାନ ପାଇଥିବା ବେଳେ ବିଜେପି ଷ୍ଟାର ପ୍ରଚାରକ ତାଲିକାରେ ଦଳର ସଭାପତି ବସନ୍ତ ପଣ୍ଡା, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ଜୁଏଲ ଓରାମ, ସୁରେଶ ପୁଜାରୀ. ଡ.ସମ୍ବିତ ପାତ୍ର, ବିଶ୍ୱଭୂଷଣ ହରିଚନ୍ଦନ, କେଭି ସିଂହଦେଓ, ମନମୋହନ ସାମଲ, ଅପରାଜିତା ଷଡଙ୍ଗୀ ଓ ସଙ୍ଗୀତା ସିଂହଦେଓ ସାମିଲ ଅଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories