www.samajalive.in
Tuesday, December 9, 2025
16.1 C
Bhubaneswar

ହଳ କରୁଥିବାବେଳେ ଓଲଟିଲା ଟ୍ରାକ୍ଟର , ଚାଳକ ମୃତ

କଳାବାଡିଆ : ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ଧାଙ୍ଗିଡିଶୋଳ ପଞ୍ଚାୟତ ନୂଆସାହି ଗ୍ରାମ ପାଖରେ ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ଚାଳକର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ଅନୁସାରେ, ଏକ ନମ୍ବର ବିହୀନ ଟ୍ରାକ୍ଟର ହଳ କରୁଥିବା ବେଳେ ଓଲଟି ପଡିଥିଲା। ଫଳରେ ଚାଳକ ଜଣଙ୍କ ଟ୍ରାକ୍ଟରରୁ ପଡ଼ିଯିବା ଦ୍ବାରା ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ମୃତକ ଜଣଙ୍କ ନୂଆସାହି ଗ୍ରାମର ବାୟା ସିଂ(୩୦)। ଏନେଇ ସୂଚନା ମିଳିବା ପରେ ଝାରପୋଖରିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories