www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ ଆଇନଶୃଙ୍ଖଳାକୁ ନେଇ ବିଜେପି ବିଧାୟକଙ୍କ ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ଵର: ସୋମବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଛି। ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରି ବିଜେପି ବିଧାୟକମାନେ ଗୃହର ମଧ୍ୟଭାଗକୁ ଚାଲିଆସି ହଟ୍ଟଗୋଳ କରିଥିଲେ। ପୁରୀ ଜିଲାର ପଟ୍ଟନାୟିକିଆଠାରେ ହୋଇଥିବା ଟ୍ରିପଲ ମର୍ଡର ଏବଂ କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ ଘଟଣାକୁ ନେଇ ବିଧାୟକମାନେ ନାରାବାଜି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଇଁ ମୁଲତବୀ ଘୋଷଣା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories