www.samajalive.in
Friday, December 12, 2025
15.1 C
Bhubaneswar

ଘରେ ପଶି ବୃଦ୍ଧଙ୍କୁ ଆକ୍ରମଣ ଅଭିଯୋଗ

ବାଲେଶ୍ବର : ସୋର ପୌରପାଳିକା ଅଧୀନ ରାୟପୁର ଗ୍ରାମର ବିଜୟ କୁମାର ଦ୍ବିବେଦୀ (୬୨)ଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସୋମବାର ମଧ୍ୟାହ୍ନରେ ଘର କେହି ନଥିବା ବେଳେ ୮ ଜଣ ଦୁର୍ବୃତ୍ତ ଘରେ ପଶି ମାରଣାସ୍ତ୍ରରେ ତାଙ୍କୁ ଅମାନୁଷିକ ଭାବେ ଆକ୍ରମଣ କରିଥିଲେ। ଫଳରେ ତାଙ୍କର ଗୋଡ଼, ହାତ, ମୁଣ୍ଡରେ ଆଘାତ ଲାଗିଛି। ଗଣମାଧ୍ୟମ କିଛି ପ୍ରତିନିଧି ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥନାନ୍ତର କରାଯାଇଛି। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ପୁଲିସ  ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories