www.samajalive.in
Wednesday, December 10, 2025
26.1 C
Bhubaneswar

ପଟ୍ଟନାୟିକିଆ ଛକ ହତ୍ୟାକାଣ୍ଡରେ ୬ ଗିରଫ

ଭୁବନେଶ୍ବର : ପୁରୀ ରାସ୍ତାର ସତ୍ୟବାଦୀ ଥାନା ଅନ୍ତର୍ଗତ ପଟ୍ଟନାୟିକିଆ ଛକରେ ରବିବାର ଘଟିଥିବା ନିର୍ମମ ହତ୍ୟାକାଣ୍ଡ ଘଟଣାରେ ମଙ୍ଗଳବାର ଅଭିଯୁକ୍ତମାନେ ଗିରଫ ହୋଇଛନ୍ତି । ହତ୍ୟାକାଣ୍ଡର ମାଷ୍ଟର ମାଇଣ୍ଡ ସମେତ ମୋଟ ୬ ଜଣଙ୍କୁ ପୁଲିସ ଗିରଫ କରିଛି ।

ସୂଚନାଯୋଗ୍ୟ, ରବିବାର ପଟ୍ଟନାୟକିଆ ଛକରେ ଗୋଟିଏ ପରିବାରର ତିନିଜଣଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରାଯାଇଥିଲା । ହତ୍ୟାକାଣ୍ଡ ପରେ ଅଭିଯୁକ୍ତମାନେ ଫେରାର ହୋଇ ଯାଇଥିବା ବେଳେ ସେମାନଙ୍କ ଘରକୁ କେହି ନିଆଁ ଲଗାଇ ଜାଳି ଦେଇଥିଲେ । ଏହି ଘଟଣାକୁ ନେଇ ସୋମବାର ପୁଲିସ ପକ୍ଷରୁ ୩ଟି ମାମଲା ରୁଜୁ ହୋଇଥିଲେ । ହତ୍ୟାକାଣ୍ଡଙ୍କୁ ନେଇ ଗୋଟିଏ ମାମଲା ରୁଜୁ ହୋଇଥିବା ବେଳେ ରାସ୍ତରୋକକୁ ନେଇ ଦ୍ବିତୀୟ ଓ ଅଭିଯୁକ୍ତଙ୍କ ଘରକୁ ନିଆଁ ଲଗାଇ ଜାଳି ଦେବାକୁ ନେଇ ତୃତୀୟ ମାମଲା ରୁଜୁ ହୋଇଥିଲା ।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories