www.samajalive.in
Monday, December 8, 2025
27.1 C
Bhubaneswar

କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦ ଗିରଫ

ଇସଲାମାବାଦ : ୨୬-୧୧ ମୁମ୍ବଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦ ବୁଧବାର ଗିରଫ ହୋଇଛି। ଲାହୋରରୁ ଗୁଜରନ୍ଓ୍ୱାଲା ଯାଉଥିବା ବେଳେ ପାକିସ୍ତାନର କାଉଣ୍ଟର ଟେରରିଜିମ୍ ଡିପାର୍ଟମେଣ୍ଟ ଓ ପାକିସ୍ତାନ ପଞ୍ଜାବ ପୁଲିସର ମିଳିତ ଉଦ୍ୟମରେ ହାଫିଜକୁ ଗିରଫ କରାଯାଇଛି। ଏହାପରେ ତାକୁ ବିଚାର ବିଭାଗୀୟ ହେପାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ପୂର୍ବରୁ ପୁଲୱାମା ଏବଂ ଉରୀ ଭଳି ଆତଙ୍କବାଦୀ ଆକ୍ରମଣରେ ହାଫିଜର ସମ୍ପୃକ୍ତି ଥିବା ଅଭିଯୋଗ ହୋଇଥିଲା। କୁଖ୍ୟାତ ଆତଙ୍କବାଦୀ ସଙ୍ଗଠନ ଜମାତ-ଉଦ-ଦାଓ୍ୱାର ମୁଖ୍ୟ ହେଉଛି ହାଫିଜ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories