www.samajalive.in
Friday, December 12, 2025
14.1 C
Bhubaneswar

ପିଡିପିରୁ ଇସ୍ତଫା ଦେଲେ ପ୍ରତିଷ୍ଠାତା ସଦସ୍ୟ ମହମ୍ମଦ ସୟିଦ

ଶ୍ରୀନଗର : ପିଡିପିର ପ୍ରତିଷ୍ଠାତା ସଦସ୍ୟ ମହମ୍ମଦ ଖଲିଲବନ୍ଧ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି।
ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଫତି ମହମ୍ମଦ ସୟିଦଙ୍କ ମୃତ୍ୟୁ ପରଠାରୁ ଦଳ ଅଧୁରା ହୋଇ ରହିଯାଇଛି ଓ ଦଳ ନିଜ ମୂଳନୀତିରେ ସାଲିସ କରୁଛି ବୋଲି ଅଭିଯୋଗ କରି ମହମ୍ମଦ ସୟିଦ ଦଳରୁ ଇସ୍ତଫା ଦେଇଛନ୍ତି। ଜାମ୍ମୁ କାଶ୍ମୀରର ପୂର୍ବତନ ମନ୍ତ୍ରୀ ମହମ୍ମଦ ସୟିଦ ନିଜ ଇସ୍ତଫାପତ୍ର ଦଳର ମୁଖ୍ୟ ମେହବୁବା ମୁଫ୍‍ତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ଦଳରେ ନିର୍ବାଚିତ ଏବଂ ଅଭିଜ୍ଞ ନେତାଙ୍କୁ ଅବହେଳ।। କରାଯାଉଛି ବୋଲି ସେ କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories