www.samajalive.in
Sunday, December 7, 2025
26.1 C
Bhubaneswar

୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ଥିବା ବେଳେ କୋରାପୁଟ, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୟାଗଡ଼ ଓ କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories