www.samajalive.in
Friday, December 12, 2025
16.1 C
Bhubaneswar

ଆସାମ ବିହାରରେ ବନ୍ୟା: ୧୦୪ ମୃତ

ପାଟନା/ଗୁଆହାଟି : ଆସାମ ଓ ବିହାରରେ ଦେଖାଯାଇଥିବା ବନ୍ୟାରେ ଗୁରୁବାର ସୁଦ୍ଧା ୧୦୪ଜଣଙ୍କର ମୃତ୍ୟୁ ହେଲାଣି। ଆସାମରେ ୩୭ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବିହାରରେ ୬୭ଜଣଙ୍କର ମୃତ୍ୟୁ ହୋଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏଏସଡିଏମ୍‌ଏ)ର କହିବା ଅନୁଯାୟୀ ବନ୍ୟାରେ ରାଜ୍ୟର ୨୮ଟି ଜିଲାର ୪୧୨୮ ଗ୍ରାମର ୫୩ଲକ୍ଷ ୫୨ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ପ୍ରଭାବିତ ଲୋକଙ୍କୁ ଆଶ୍ରୟ ପାଇଁ ୪୨୭ ରିଲିଫ ଶିବିର ଖୋଲାଯାଇଛି। କାଜିରଙ୍ଗା ଜାତୀୟ ଉଦ୍ୟାନର ୮୦ ପ୍ରତିଶତ ଅଞ୍ଚଳ ବନ୍ୟାରେ ବୁଡି ଯାଇଛି। ସେହିପରି ବିହାରର ୧୨ଟି ଜିଲାର ୮୩୧ ପଞ୍ଚାୟତର ୪୬.୮୩ଲକ୍ଷ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories