www.samajalive.in
Thursday, December 11, 2025
18.1 C
Bhubaneswar

ବାଲେଶ୍ୱର ଓ ସମ୍ବଲପୁରରେ ଲାଗିବ ଡପଲର୍‌ ରାଡାର

ଭୁବନେଶ୍ୱର .- ସମ୍ବଲପୁର ଓ ବାଲେଶ୍ୱରରେ ଡପଲର୍‌ ରାଡାର ସ୍ଥାପନା କରିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଗୁରୁବାରରେ ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଏହି ସୂଚନା ଦେଇଛନ୍ତି । ଏବେ ରାଜ୍ୟରେ ପାରାଦୀପ ଓ ଗୋପାଳପୁରରେ ଡପଲର୍‌ ରାଡାର ଲାଗିଛି ।ଏହା ବାତ୍ୟା ସହ ବିଭିନ୍ନ ପାଣିପାଗର ଆଗୁଆ ସୂଚନା ବେଶ୍‌ ଭଲ ଭାବରେ ଦେଇପାରୁଛି।

ଡପଲର୍‌ ରାଡାର ପାଣିପଗର ସୂଚନା ସହ ଏହାର ଅତ୍ୟାଧୁନିକ ଫଟୋ ଚିତ୍ର ଦେଇପାରୁଛି । ଏହା ପାଣିପାଗର ସଠିକ୍‌ ସୂଚନା ଦେଇପାରୁଛି । ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଥିବା ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories