www.samajalive.in
Sunday, December 7, 2025
26.1 C
Bhubaneswar

ଶ୍ରେଣୀଗୃହର ମନିଟର ନହେବାରୁ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ

ହାଇଦ୍ରାବାଦ : ଶ୍ରେଣୀଗୃହର ମନିଟର ହୋଇ ନପାରିବାରୁ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ତେଲଙ୍ଗାନାରେ ଘଟିଛି । ଶ୍ରେଣୀ ଗୃହର ନେତୃତ୍ବ ନେବା ପାଇଁ ହେଉଥିବା ନିର୍ବାଚନରେ ହାରିବା ଯୋଗୁଁ ତେଲଙ୍ଗାନାର ଏକ ସ୍କୁଲରେ ପଢୁଥିବା ୧୩ ବର୍ଷର ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଭୋଙ୍ଗିର ଡିସିପିଙ୍କ ସୂଚନା ଅନୁଯାୟୀ, ଛାତ୍ର ଜଣଙ୍କ ଜୁଲାଇ ୧୮ ତାରିଖରେ ନିଖୋଜ ଥିଲେ । ଶନିବାର ରେଳ ଧାରଣା ନିକଟରୁ ଉକ୍ତ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।

ସୂଚନାଯୋଗ୍ୟ, ଶ୍ରେଣୀ ଗୃହର ନେତୃତ୍ବ ନିର୍ବାଚନରେ ହାରିବା ପରେ ସେ ବହୁତ ଚିନ୍ତିତ ଥିଲା। ସେହି କାରଣରୁ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ପୁଲିସ ଏହି ଘଟଣାକୁ ନେଇ ଏକ ମାମଲା ରୁଜୁ କରିବା ପରେ ଛାନଭିନ୍ ଆରମ୍ଭ କରିଛି ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories