www.samajalive.in
Thursday, December 11, 2025
18.1 C
Bhubaneswar

ପାଟକୁରା ନିର୍ବାଚନ : କଡ଼ା ସୁରକ୍ଷା ମଧ୍ୟରେ ଇଭିଏମ୍‍ ଏବଂ ଭିଭିପାଟ୍‍,୨୪ରେ ଫଳାଫଳ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଧାନସଭା ଆସନ ପାଇଁ ମତଦାନ ପ୍ରାୟତଃ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି । ଶନିବାର ମତଦାନ ପରେ ଇଭିଏମ୍‍ ଏବଂ ଭିଭିପାଟ୍‍ ମେସିନ୍‍ ଗୁଡ଼ିକୁ କଡ଼ା ସୁରକ୍ଷାବଳୟ ମଧ୍ୟରେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ରଖାଯାଇଛି। ପ୍ରାୟ ୭୨ପ୍ରତିଶତ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଥିବା, ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପ୍ରାଥମିକ ଆକଳନ ଅନୁସାରେ ସୂଚନା ଦେଇଛନ୍ତି। କେ​​‌ତେକ ସ୍ଥାନରେ ରାତି ୮ଟା ଯାଏ ମତଦାନ ହୋଇଥିବା ଜଣା ପଡିଛି । ଆସନ୍ତା ୨୪ତାରିଖ ଦିନ ଭୋଟ ଗଣନା କରାଯାଇ ଫଳାଫଳ ଘୋଷଣା କରାଯିବ।
ଅନ୍ୟପକ୍ଷରେ ନିର୍ବାଚନ ପରବର୍ତ୍ତୀ ହିଂସାରେ ପାଟକୁରାରେ ୪ ଜଣ ଆହତ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories