www.samajalive.in
Saturday, December 13, 2025
27.1 C
Bhubaneswar

ଦୁଇଜଣ ଯୁବକଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ରାଉରକେଲା : ଓଡିଶା ଝାଡ଼ଖଣ୍ଡ ସୀମାନ୍ତ ଝାରଖଣ୍ଡର ସୋନୁଆ ଥାନା ଅନ୍ତର୍ଗତ ନକ୍ସଲ ପ୍ରଭାବିତ ଅଞ୍ଚଳ ପାତହତୁ ଏବଂ ଉଡ଼ନିଆ ଗ୍ରାମ ମଝିରେ ଥିବା ବୁରଘାଟରେ ମାଓବାଦୀମାନେ ବୁଧବାର ଦୁଇଜଣ ଯୁବକଙ୍କୁ ଗୁଳି କରି ହତ୍ୟା କରିଥିବା ଜଣାପଡିଛି। ମୃତକ ଯୁବକ ଦୁଇ ଜଣ ମାଇଲପିଡ଼ି ଗ୍ରାମର ହୋଇଥିବା ସୂଚନା ମିଳିଛି। ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଥିଲାବେଳେ ପୁଲିସ ଏନେଇ ତଦନ୍ତ ଜାରି ରଖିଛି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories