www.samajalive.in
Saturday, December 13, 2025
26.1 C
Bhubaneswar

ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ଡ୍ରାଇଭରଙ୍କ ଆତ୍ମହତ୍ୟା ଉଦ୍ୟମ

ମାଲକାନଗିରି : କରୁକୋଣ୍ଡା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଜଣେ କାର୍ଯ୍ୟରତ ଡ୍ରାଇଭର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ସୁଶାନ୍ତ କୁମାର ସାହୁ ନାମକ ଏହି ବ୍ୟକ୍ତି ଜଣକ ଦୀର୍ଘ ବର୍ଷ ଧରି ଡ୍ରାଇଭର ଭାବେ କାର୍ଯ୍ୟ କରି ଆସୁଥିବା ବେଳେ ଗତ ୮ ବର୍ଷ ହେଲାଣି କୌଣସି ବେତନ ପାଇ ନାହାନ୍ତି । ଯାହାକୁ ନେଇ ସେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଗୁହାରି କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ନ ମିଳୁନଥିଲା। ତେଣୁ ସେ ବାଧ୍ୟ ହୋଇ ଶୁକ୍ରବାର ସୁଶାନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଫାସି ଲଗାଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିବା ବେଳେ କରୁକୋଣ୍ଡା ବ୍ଳକ୍ ଅଧିକାରୀ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories