www.samajalive.in
Monday, December 8, 2025
24.1 C
Bhubaneswar

ନବାଳିକା ବଳାତ୍କାରୀକୁ ଫାଶୀ ଦଣ୍ଡାଦେଶ

ଅନୁଗୁଳ : ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଅନୁଗୁଳ ଅତିରିକ୍ତ ଜିଲା ଦୌରାଜଜ ତଥା ସ୍ୱତନ୍ତ୍ର ପକ୍ସୋ ଜଜ ଶୁକ୍ରବାର ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।

ସୂଚନା ଅନୁସାରେ ଅନୁଗୁଳ ଥାନା ଅନ୍ତର୍ଗତ କାଙ୍ଗୁଲା ଗ୍ରାମରେ ୨୦୧୯ ଜାନୁଆରୀ ୨୦ରେ ଜଣେ ୧୩ ବର୍ଷୀୟା ନାବାଳିକାକୁ ସେହି ଗ୍ରାମର ଅନାମ ଦେହୁରୀ ନାବକ ଜଣେ ଯୁବକ ବଳାତ୍କାର ପରେ ପଥରରେ ମୁଣ୍ଡକୁ ଛେଚି ହତ୍ୟା କରିଥିଲା। ଏହି ମାମଲାର ଶୁଣାଣି କରି ଅନୁଗୁଳୁ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏହି ମାମଲାରେ ୩୬ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା। ପକ୍ସୋ ଆଇନ ଲାଗୁ ହେବା ପରେ ଏହା ହେଉଛି ଅନୁଗୁଳ ଜିଲାର ପ୍ରଥମ ଫାଶୀ ଦଣ୍ଡାଦେଶ ଘଟଣା।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories