ଝାରସୁଗୁଡା: କନକତୋରା ବାଲାଜୀ ପେଟ୍ରୋଲ ପମ୍ପ ନିକଟରେ ଏକ କୋଇଲା ବୋଝେଇ ଟ୍ରକ ସହିତ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ବାଇକ ଆରୋହୀ ଦୁଇ ଜଣକ ହେଲେ ଛତିଶଗଡ ମହାପାଲି ଗାଁର ବୋଲି ଜଣାପଡିଛି ।

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!