www.samajalive.in
Sunday, December 7, 2025
18.1 C
Bhubaneswar

ବସ ଓଲଟି ୧୦ ଆହତ

ସମ୍ବଲପୁର : ସମ୍ବଲପୁର ମାନେଶ୍ୱର ଅନ୍ତର୍ଗତ ଭବାନୀପାଲିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବସ ଓଲଟି ପଡ଼ି ୧୦ ଜଣ ଆହତ ହୋଇଛନ୍ତି। ଆହତ ୧୦ ଜଣଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବା ଜଣାପଡ଼ିଛି। ଆହତ ଓ ଗୁରୁତର ମାନଙ୍କୁ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, କାଲି ରାତିରେ ଏକ ଘରୋଇ ବସ ଭୁବନେଶ୍ୱରରୁ ବ୍ରଜରାଜନଗର ଅଭିମୁଖେ ଯାଉଥିଲା। କୌଣସି କାରଣରୁ ମାନେଶ୍ୱର ଭବାନୀପାଲି ରାସ୍ତାରେ ବସଟି ଓଲଟି ପଡ଼ିଥିଲା।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories