www.samajalive.in
Friday, December 5, 2025
20.1 C
Bhubaneswar

ଆହୁରି ୪୮ ଘଣ୍ଟା ବର୍ଷା ସମ୍ଭାବନା

ଭୁବନେଶ୍ୱର : ମନସୁନ ଟ୍ରପ ଲାଇନ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଆହୁରି ୪୮ ଘଣ୍ଟା ବର୍ଷା ଲାଗି ରହିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଜଣାପଡ଼ିଛି। ଗତ ୨ ଦିନ ଲାଗି ରହିଥିବା ବର୍ଷା କାରଣରୁ ଟୁଇନ ସିଟିର କେତେକ ସ୍ଥାନରେ ବର୍ଷା ପାଣି ଜମି ରହିଥିବା ସୂଚନା ମିଳିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories