www.samajalive.in
Monday, December 8, 2025
27.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ

ଅନୁଗୁଳ : ଅନୁଗୁଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ହଣ୍ଡପା ଥାନା ଅନ୍ତର୍ଗତ ନାକଚିଠାରେ ରବିବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଏକ ଘରୋଇ ଯାତ୍ରୀବାହୀ ବସ ଭୁବନେଶ୍ୱରରୁ ସୁନ୍ଦରଗଡ଼ ଯାଉଥିଲା। ନାକଚିଠାରେ ହଠାତ ଭାରସାମ୍ୟ ହରାଇ ବସଟି ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ବସ ଡ଼୍ରାଇଭର ଫେରାର ଥିବା ଜଣାପଡ଼ିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories