www.samajalive.in
Thursday, December 11, 2025
27.1 C
Bhubaneswar

ଆସନ୍ତାକାଲି ସଂଖ୍ୟାଗରିଷ୍ଠତା ପ୍ରମାଣ ଦେବେ ୟେଦିୟୁରାପ୍ପା

ବେଙ୍ଗାଳୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‍. ୟେଦିୟୁରାପ୍ପା ସୋମବାର ବିଧାନସଭାରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିପାରିବେ ବୋଲି ଆଶାବ୍ୟକ୍ତ କରିଛନ୍ତି । ଗତ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ୟେଦିୟୁରାପ୍ପା ରବିବାର ବେଙ୍ଗାଲୁରୁଠାରେ ସାମ୍ବାଦିକମାନଙ୍କୁ କହିଛନ୍ତି ସେ ଆସନ୍ତାକାଲି ନିଶ୍ଚୟ ଆସ୍ଥା ଭୋଟ ଜିତିବେ । ​ସେହିପରି ଆସନ୍ତାକାଲି ଉଭୟ ଗୃହରେ ଅର୍ଥ ବିଲ୍‍ ଗୃହିତ ହେବ ବୋଲି ସେ କହିଛନ୍ତି।

ଅନ୍ୟପକ୍ଷରେ କର୍ଣ୍ଣାଟକରେ ୧୪ ଜଣ କଂଗ୍ରେସ ଓ ଜେ.ଡି.ଏସ୍‍. ବିଧାୟକଙ୍କୁ ବାଚସ୍ପତି କେ.ଆର୍‍. ରମେଶ କୁମାର ଅଯୋଗ୍ୟ ଘୋଷଣା କରିଛନ୍ତି।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories