www.samajalive.in
Saturday, December 13, 2025
17.1 C
Bhubaneswar

କର୍ଣ୍ଣାଟକର ନୂଆ ବାଚସ୍ପତି ବିଶ୍ବେଶ୍ବର ହେଗଡେ କାଗେରି

ବେଙ୍ଗାଲୁରୁ: କର୍ଣ୍ଣାଟକରେ ବିଜେପି ସରକାର ଗଢ଼ିବା ପରେ ବିଧାନସଭାର ବାଚସ୍ପତି ପଦରୁ କେ.ଆର. ରମେଶ କୁମାର ଇସ୍ତଫା ଦେଇଥିଲେ। ଏହାପରେ ବିଜେପି ବିଧାୟକ ବିଶ୍ବେଶ୍ବର ହେଗଡେ କାଗେରିଙ୍କୁ ନୂଆ ବାଚସ୍ପତି ଭାବେ ମନୋନୀତ କରାଯାଇଛି। ବାଚସ୍ପତି ପଦବୀ ପାଇଁ ବିଶ୍ବେଶ୍ବର ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତାଙ୍କ ବିପକ୍ଷ​‌ରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ତେଣୁ ସେ ହିଁ ବାଚସ୍ପତି ହେବା ଏକପ୍ରକାର ସ୍ଥିର ହୋଇଛି। ଆସନ୍ତା ଗୁରୁବାର ଏ ସମ୍ପର୍କରେ ବିଧିବଦ୍ଧ ଭାବେ ଘୋଷଣା କରାଯିବ ବୋଲି ସୂଚନା ମିଳିଛି। ବିଶ୍ବେଶ୍ବର ମୋଟ ୬ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ପୂର୍ବରୁ ସେ ରାଜ୍ୟର ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories