www.samajalive.in
Monday, December 8, 2025
27.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

କୋରାପୁଟ : ଜୟପୁର-କୋରାପୁଟ ରାଜପଥରେ ଥିବା ଆଇଆରବି ବାଟ୍ଟାଲିୟନ୍ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଏକ ବାଇକ୍ ସହ ଏକ ମିନି ବସ୍ ମୁହାଁମୁହିଁ ଧକ୍କା ହୋଇଛି । ବାଇକରେ ଯାଉଥିବା ଦୁଇ ଜଣଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକେ ରାସ୍ତା ରୋକ କରିଛନ୍ତି । ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଉତ୍ତ୍ୟକ୍ତଲୋକଙ୍କୁ ବୁଝାସୁଝା କରୁଛି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories