www.samajalive.in
Wednesday, December 10, 2025
18.1 C
Bhubaneswar

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମାଆ ଲକ୍ଷ୍ମୀଙ୍କର ସୂକ୍ଷ୍ମ କାରୁକାର୍ଯ୍ୟ ପୂର୍ଣ୍ଣ ମୂର୍ତ୍ତି ପ୍ରଦାନ କଲେ ସାଂସଦ ରଘୁନାଥ ମହାପାତ୍ର

ନୂଆଦିଲ୍ଲୀ :  ପ୍ରତିଷ୍ଠିତ ଓଡିଆ ସ୍ଥପତି ତଥା ରାଜ୍ୟସଭା ସାଂସଦ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମାଆ ଲକ୍ଷ୍ମୀଙ୍କର ସୂକ୍ଷ୍ମ କାରୁକାର୍ଯ୍ୟ ପୂର୍ଣ୍ଣ ମୂର୍ତ୍ତି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି।
ଏହି ଅବସରରେ  ଓଡିଶାର ଅନ୍ୟାନ୍ୟ ସାଂସଦ ମାନଙ୍କ ସହ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତ୍ୟନ୍ତ ଖୁସିବ୍ୟକ୍ତ କରିଥିବା ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories