www.samajalive.in
Friday, December 5, 2025
27.1 C
Bhubaneswar

ସେଫ୍ଟିଟାଙ୍କି ଫଲ୍ସ ଖସି ୩ ଶ୍ରମିକ ମୃତ

ଭୁବନେଶ୍ୱର : ମଞ୍ଚେଶ୍ୱର ଥାନା ଅଧୀନ ପ୍ରାଚୀ ବିହାର ଅଞ୍ଚଳରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପାଇଖାନା ଟାଙ୍କି (ସେଫ୍ଟିଟାଙ୍କି)ରେ ପଶି କାମ କରୁଥିଲାବେଳେ ଟାଙ୍କି ଫଲ୍ସ ଖସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁସାରେ ଶୁକ୍ରବାର ଅପରାହ୍ଣ ସମୟରେ ଶ୍ରମିକମାନେ ପାଇଖାନା ଟାଙ୍କିରେ ପଶି କାମ କରୁଥିଲେ। କାମ କରୁଥିବା ସମୟରେ ସେମାନଙ୍କ ଉପରେ ଟାଙ୍କର ଫଲ୍ସ ଖସିପଡିଥିଲା। ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାନୁ ନିଆଯାଇଥିଲା। ସେଠାରେ ଡାକ୍ତର ୩ ଶ୍ରମିକଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories