www.samajalive.in
Thursday, December 11, 2025
18.1 C
Bhubaneswar

ପାଣି ଟାଙ୍କି ଫଲ୍ସ ଭୁଶୁଡ଼ି ୩ଶ୍ରମିକ ମୃତ

ଭୁବନେଶ୍ବର : ମଞ୍ଚେଶ୍ବର ଥାନା ପାଣ୍ଡରା ଅୟ୍ଚଳରେ ଶୁକ୍ରବାର ପାଣି ଟାଙ୍କିରେ କାମକଲାବେଳେ ଫଲ୍ସ ଭୁଶୁଡ଼ି ପଡିବାରୁ ୩ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା​‌ ଜଣାପଡ଼ିଛି। ମୃତ ତିନି ଜଣ ଶ୍ରମିକ ପାଣି ଟାଙ୍କିରୁ ଫଲ୍ସ କାଢିଲାବେଳେ ଅଣ ନିଃଶ୍ବାସୀ ହୋଇପଡିଥିଲେ ଫଳରେ ଘଟଣା ସ୍ଥଳରେ ତିନିଜଣଙ୍କର ମୃତ୍ୟୁ ଘଟିଥିଲା। ମୃତ ତିନି ଜଣ ଶ୍ରମିକଙ୍କ ଘର ପଶ୍ଚିମବଙ୍ଗ ମିଦନାପୁର ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories