www.samajalive.in
Wednesday, December 10, 2025
16.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ମୃତ, ୩ଗୁରୁତର

ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡ଼ା​‌ ଜିଲା ରାଜନଗର ଜରି ଛକଠାରେ ଶୁକ୍ରବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୩ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଏକ ହାଇୱା ବାଇକକୁ ଧକ୍କା ଦେବାଫଳରେ ଏହି ଦୁର୍ଘଟଣା ଘଟିଥିଲା। ଫଳରେ ଘଟଣା ସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଥିଲାବେଳେ ହାଇୱାଟି ଓଲଟି ପଡ଼ିବା ଦ୍ବାରା ୩ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।

Hot this week

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

Related Articles

Popular Categories