www.samajalive.in
Thursday, December 11, 2025
15.1 C
Bhubaneswar

ଶନିବାର ରାଶିଫଳ

ମେଷ: ପୈତୃକ କାର୍ଯ୍ୟରେ ବାଧା ଉପୁଜି ପାରେ। ମନରେ ଉଦ୍‍ବେଗ ଜାତ ହୋଇପାରେ। ପାରିବାରିକ ସୁଖ, ଶାନ୍ତି ଅବ୍ୟାହତ ରହିବ। ଆର୍ଥିକ ସ୍ଥିତି ଉନ୍ନତମାନର ହେବ। କୁଶଳ ବାର୍ତ୍ତା ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ।
ବୃଷ: ଉପକାରୀର ପ୍ରତ୍ୟୁପକାର କରିବାକୁ ଚେଷ୍ଟା ଜାରି ରଖିବେ। କେତେକ କ୍ଷେତ୍ରରେ ମାନ-ମନାନ୍ତର ଉପୁଜି ପାରେ। ପ୍ରିୟଭାଷୀ ଓ ଧନ, ଯାନବାହନଯୁକ୍ତ ହୋଇପାରନ୍ତି। ସୁବର୍ଣ୍ଣ ସଂପଦ ମିଳିପାରେ। ଶାରୀରିକ ଶାନ୍ତି ବୃଦ୍ଧି ପାଇବ।
ମିଥୁନ: ନିଜ କାର୍ଯ୍ୟରେ ଅଗ୍ରଗତି ଘଟାଇ ପାରନ୍ତି। କାର୍ଯ୍ୟ ହାସଲ କରିବାରେ ସିଦ୍ଧହସ୍ତ ହେବେ। ଯୋଜନାବଦ୍ଧ ଭାବେ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହୋଇପାରନ୍ତି। ଚେଷ୍ଟାରେ ସଫଳତା ଲାଭ କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।
କର୍କଟ: ପାରିବାରିକ ଶାନ୍ତି ଅବ୍ୟାହତ ରହିବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ତ୍ୟାଗଶୀଳ ଓ ନୀତିଜ୍ଞ ହେବେ। ଚଞ୍ଚଳମନା ଓ ଅତି ସୁଖୀ ହେବେ। କୀର୍ତ୍ତିମାନ୍‍ ଓ ସହିଷ୍ଣୁ ହେବେ।
ସିଂହ: ଦାୟିତ୍ୱରେ ପରିବର୍ତ୍ତନ ଘଟିପାରେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ରୋଜଗାର ଆଶାନୁରୂପ ହେବ। ସରକାରୀ କିମ୍ବା ବନ୍ଧୁ ସହାୟତା ପାଇ ଲାଭବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ଆୟ ବଢ଼ାଇବା ପାଇଁ ଆପଣଙ୍କ ନିକଟରେ ସମୟ ଓ ସୁଯୋଗ ଅଛି। ବ୍ୟୟ ବଢ଼ିବାର ସୂଚନା ମିଳୁଛି। ସ୍ୱାଭିମାନୀ ହୋଇପାରନ୍ତି। ଚଞ୍ଚଳ ଚେଷ୍ଟିତ ହେବେ। ମଧୁର କଥା କହି ପ୍ରଶଂସାର ପାତ୍ର ହେବେ। ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ।
ତୁଳା: ବନ୍ଧୁ ମେଳରେ ଆନନ୍ଦ, ଉତ୍ସବ ଲାଗି ରହିବ। ଆୟ ଯଥେଷ୍ଟ ପରିମାଣର ହେବ। ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ରାଜଦ୍ୱାରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ସୁଖ ମିଳିବ।
ବିଛା: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ସୁଖୀ ହେବେ। ସମ୍ମାନିତ ହେବେ। କୀର୍ତ୍ତି ସ୍ଥାପନ କରିପାରନ୍ତି। ମନ ଉଲ୍ଲସିତ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ଧନୁ: କର୍ମାନୁସାରେ ଫଳ ଫଳିବ। ପରୋପକାରୀ ହୋଇପାରନ୍ତି ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସତ୍‍ କାର୍ଯ୍ୟରେ ବ୍ୟୟ କରିବେ। କାର୍ଯ୍ୟରେ ସଫଳତା ଲାଭ କରିବେ।
ମକର: ନୂତନ ଯାନ କ୍ରୟ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଶୁଭକାର୍ଯ୍ୟକୁ ଭାବି-ଚିନ୍ତି କରନ୍ତୁ; ଅଥବା ସ୍ଥଗିତ ରଖିବାକୁ ପଡ଼ିବ। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଦୁଃଖୀ, ରଙ୍କୀଙ୍କ ପ୍ରତି ଦୟା କରିବେ।
କୁମ୍ଭ: ଭ୍ରାତୃସ୍ନେହ ଅତୁଟ ରହିବ। ସାରାଦିନ କଷ୍ଟକର ହେଲେ ବି ଆମୋଦ-ପ୍ରମୋଦ ଲାଗି ରହିବ। ଧର୍ମ କାର୍ଯ୍ୟରେ ମନୋନିବେଶ କରିପାରନ୍ତି। ନୈତିକତା ବୃଦ୍ଧି ପାଇବ। ବନ୍ଧୁ ବତ୍ସଳ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମୀନ: ଚିନ୍ତାମୁକ୍ତ ହୋଇପାରନ୍ତି। ଆପଣଙ୍କ ବିକ୍ରମ ଓ ରଣସଜ୍ଜା ଦେଖି, ଶତ୍ରୁ ଆପଣା ଛାଏଁ ଅପସରି ଯିବ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ସୁଖଶାନ୍ତିରେ ସମୟ ଅତିବାହିତ କରିପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। ବଳଶାଳୀ ହେବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories