www.samajalive.in
Saturday, December 6, 2025
23.1 C
Bhubaneswar

ବିଦ୍ୟୁତ ଆଘାତରେ ଯୁବକ ମୃତ

ପିପିଲି : ପିପିଲି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତର ପାଇକପଡ଼ା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଆଘାତରେ ଅବନୀକାନ୍ତ ପରିଡ଼ାଙ୍କ (୩୦) ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ପାଣି ପଞ୍ଚାୟତର ଲିଫ୍ଟ ଘରେ ଓହ୍ଲାଉଥିବା ବେଳେ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା। ପରେ ସ୍ଥାନୀୟ ଲୋକେ ତାଙ୍କୁ ପିପିଲି ମେଡ଼ିକାଲକୁ ନେଇଥିଲେ। ମାତ୍ର ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories