www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ନିର୍ମାଣ ହେବ ଆଉ ୪ଟି ପ୍ଲାନୋଟେରିୟମ୍‌

ଭୁବନେଶ୍ୱର: ରାଜ୍ୟରେ ଆଉ ଚାରୋଟି ସ୍ଥାନରେ ପ୍ଲାନୋଟେରିୟମ୍‌ ପ୍ରତିଷ୍ଠା ହେବ । ଗୋପାଳପୁର, ରାୟଗଡ଼ା, କେଉଁଝର ଓ ବାରିପଦାରେ ପ୍ଲାନୋଟେରିୟମ୍‌ ନିର୍ମାଣ ହେବ । ଏଥିପାଇଁ ୩୦ କୋଟି ବ୍ୟୟ ଅଟ୍ଟକଳ କରାଯାଇଛି । ଏନେଇ ବିଜ୍ଞାନ ଓ କାରିଗର ମନ୍ତ୍ରୀ ଶନିବାର ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି । ଗୋପାଳପୁର ପାଇଁ ୯ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ଅନ୍ୟ ତିନୋଟି ସ୍ଥାନ ପ୍ଲାନୋଟେରିୟମ୍‌ ନିର୍ମାଣ ପାଇଁ ୭ କୋଟି ଲେଖାଏଁ ୨୧ କୋଟି ଟଙ୍କା ଖର୍ଚ୍ଚ ହେବ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories