www.samajalive.in
Monday, December 8, 2025
17.1 C
Bhubaneswar

ବାଂଲାଦେଶରେ ମହାମାରୀ ରୂପ ନେଲା ଡେଙ୍ଗୁ ; ୨୧ ହଜାର ଆକ୍ରାନ୍ତ

ଢାକା : ବାଂଲାଦେଶରେ ଚଳିତ ବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୧ ହଜାର ଟପି ଯାଇଥିବାର ସୂଚନା ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ  ପ୍ରାୟ ଏକ ହଜାର ରୋଗୀ ଢାକାରେ ଚିକିତ୍ସିତ ହେଉଥିବାର ଜଣାପଡ଼ିଛି। ୧୪ ଜଣଙ୍କର ମୃତ୍ୟୁ ଘଟିଲାଣି; କିନ୍ତୁ ଦେଶର ବିଭିନ୍ନ ଅଞ୍ଚଳରୁ ଖବର ମିଳିପାରି ନ ଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି।

ଅନ୍ୟପକ୍ଷରେ ​ଡେଙ୍ଗୁ ପରୀକ୍ଷା ପାଇଁ କିଟର ଅଭାବ ଦେଖାଦେଇଛି। ଯାହା ସରକାରଙ୍କ ପାଇଁ  ଚିନ୍ତାର କାରଣ ପାଲଟିଛି। ଦେଶର ବିରୋଧୀଦଳ ପକ୍ଷରୁ ସାର୍ବଜନିକ  ସ୍ବାସ୍ଥ୍ୟଗତ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିବା ପାଇଁ ଦାବି କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories