www.samajalive.in
Sunday, December 7, 2025
15.1 C
Bhubaneswar

ଶ୍ରାବଣର ତୃତୀୟ ସୋମବାର , ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼

ଭୁବନେଶ୍ୱର / ପୁରୀ : ଶ୍ରାବଣ ମାସର ତୃତୀୟ ସୋମବାରରେ ପୁରୀ ଲୋକନାଥ ମନ୍ଦିର ଓ ଅନ୍ୟାନ୍ୟ ସମସ୍ତ ଶୈବ ପୀଠରେ ଭକ୍ତ ଓ କାଉଡ଼ିଆ ମାନଙ୍କ ବେଶ ଭିଡ଼ ଦେଖିବାକୁ ମିଳିଛି। ମହାଦେବଙ୍କ ମସ୍ତକରେ ଜଳଳାଗି ପାଇଁ କାଉଡ଼ିଆମାନେ ଧାଡ଼ିରେ ଛିଡ଼ା ହୋଇଛନ୍ତି। ଲୋକନାଥଙ୍କ ପୀଠ ବ୍ୟତୀତ ବାବା ଲିଙ୍ଗରାଜ, ଢେଙ୍କାନାଳ କପିଳାଶ, କଟକର ଧବଳେଶ୍ୱର ଭଦ୍ରକର ଆଖଣ୍ଡଳମଣୀ ଆଦି ମନ୍ଦିରମାନଙ୍କରେ କାଉଡ଼ିଆ ଓ ଭକ୍ତମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories