www.samajalive.in
Sunday, December 7, 2025
26.1 C
Bhubaneswar

ଟ୍ରାକ୍ଟର ତଳେ ଚାପି ହୋଇ ଯୁବକ ମୃତ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା କକ୍ରୋଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ନାରିଲୋକ ଗ୍ରାମରେ ସୋମବାର ନିଜ ଟ୍ରାକ୍ଟର ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ସକାଳ ସମୟରେ ଯୁବକ ଜଣକ ତାଙ୍କର ଟ୍ରାକ୍ଟର ଷ୍ଟାର୍ଟ କରିବା ପରେ ତା’ର ଇଞ୍ଜିନ ଯାଞ୍ଚ କରୁଥିଲେ। ଏହି ସମୟରେ କୌଣସି କାରଣରୁ ଟ୍ରାକ୍ଟରର ଗିଅର୍‍ ବଦଳିଯିବାରୁ ଟ୍ରାକ୍ଟରଟି ତାଙ୍କ ଉପରେ ଚଢିଯାଇଥିଲା। ଏହାପରେ ପରିବାର ଲୋକେ ଓ ଗ୍ରାମବାସୀ ତାଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଯୁବକଙ୍କର ମୃତ୍ୟୁ ହୋଇଥିଲା।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories