www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ୱରରୁ ଛାଡ଼ିବାକୁ ଥିବା କୋଣାର୍କ ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର : ଭୁବନେଶ୍ୱରରୁ ଛାଡ଼ିବାକୁ ଥିବା କୋଣାର୍କ ଏକ୍ସପ୍ରେସ ସୋମବାର ବାତିଲ ହୋଇଥିବା ନେଇ ସୂଚନା ମିଳିଛି। ସକାଳ ସମୟରେ ଭୁବନେଶ୍ୱରରେ ପହଞ୍ଚିବାକୁ ଥିବା ଏହି ଏକ୍ସପ୍ରେସ ୨୨ ଘଣ୍ଟାରୁ ଅଧିକ ବିଳମ୍ବରରେ ଚଳାଚଳ କରୁଥିବାରୁ ଭୁବନେଶ୍ୱରରୁ ମୁ୍‍ମ୍ବଇକୁ ଚଳାଚଳ କରୁଥିବା ଏହି ଏକ୍ସପ୍ରେସକୁ ଆଜି ଭୁବନେଶ୍ୱରରୁ ଛାଡ଼ିବାକୁ ବାତିଲ କରାଯାଇଛି। ସୂଚନା ଅନୁଯାୟୀ, ମହାରାଷ୍ଟ୍ର, ମୁମ୍ବଇର ବିଭିନ୍ନ ଅଞ୍ଚଳରେ ବର୍ଷାଜନିତ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ରେଳ ଧାରଣା ଉପରେ ଜଳ ପ୍ରବାହିତ ହେବା ଓ ମାଟି ଧସିବା ଯୋଗୁଁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories