www.samajalive.in
Saturday, December 6, 2025
26.1 C
Bhubaneswar

ସେଣ୍ଟ୍ରାଲ ବ୍ୟାଙ୍କ ଏଟିଏମ ଭାଙ୍ଗି ଲୁଟ ଅଭିଯୋଗ

ସୋର : ବାଲେଶ୍ୱର ଜିଲା ସୋର ଅଞ୍ଚଳର ମାଣିପୁର ସେଣ୍ଟ୍ରାଲ ବ୍ୟାଙ୍କ ଏଟିଏମ ଭାଙ୍ଗି ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ ମେସିନ ଭଙ୍ଗାରୁଜା କରିବା ସହ ଟଙ୍କା ଲୁଟ କରିଛନ୍ତି। କେତେ ଟଙ୍କା ଲୁଟ ହୋଇଛି ତାହା ଏଯାବତ ସ୍ପଷ୍ଟ ହୋଇନଥିବା ଜଣାପଡ଼ିଛି। ବୁଧବାର ସକାଳେ ଏହି ଘଟଣା ଜଣାପଡ଼ିବା ପରେ ବ୍ୟାଙ୍କ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି। ପୁଲିସ ଏଟିଏମରେ ଲାଗିଥିବା ସିସିଟିଭି ଯାଞ୍ଚ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories