www.samajalive.in
Tuesday, December 9, 2025
17.1 C
Bhubaneswar

ପେଟଫୁଲା ନଦୀରେ ଭାସି ଯୁବକ ନିଖୋଜ

କଳାହାଣ୍ଡି : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର-କାଶୀପୁର ମୁଖ୍ୟ ରାସ୍ତାର ତୁଜେର ନିକଟରେ ପ୍ରବାହିତ ପେଟଫୁଲା ନଦୀରେ ଭାସିଯାଇ ବୁଧବାର ଜଣେ ଯୁବକ ନିଖୋଜ ହୋଇଥିବା ସୂଚନା ମିଳିଛି। ନିଖୋଜ ଯୁବକ ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ କାଠକୁରା ଗ୍ରାମର ସନାତନ ମାଝି(୨୮)। ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହେବା ସହ ଅନେକ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଏହାର ପ୍ରଭାବରେ ପେଟଫୁଲା ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି। ଫଳରେ ଥୁଆମୂଳ ରାମପୁର ଅଞ୍ଚଳର ଅନେକ ସ୍ଥାନ ଜଳମଗ୍ନ ହୋଇ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories