www.samajalive.in
Monday, December 8, 2025
20.1 C
Bhubaneswar

ଧାରା ୩୭୦କୁ ରଦ୍ଦ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧାରା ୩୭୦କୁ ରଦ୍ଦ କରିଛନ୍ତି । ସମ୍ବିଧାନର ଧାରା ୩୭୦ ଅନୁସାରେ ଜାମ୍ମୁ କାଶ୍ମୀରକୁ ସ୍ୱତନ୍ତ୍ର ମର୍ଯ୍ୟାଦା ମିଳୁଥିଲା। ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ଏକ ଗେଜେଟ୍‍ ବିଜ୍ଞପ୍ତି ପ୍ରକାଶ ପାଇଛି। ପାର୍ଲାମେଣ୍ଟର ଉଭୟ ସଦନରେ ଗତ ସୋମବାର ଓ ମଙ୍ଗଳବାର ଦୁଇଦିନ ଧରି ଏ ସଂକ୍ରାନ୍ତ ପ୍ରସ୍ତାବ ଗୃହୀତ ହୋଇଥିଲା। ପରେ ଏହି ପଦକ୍ଷେପ ନିଆଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories