www.samajalive.in
Monday, December 8, 2025
27.1 C
Bhubaneswar

ଭାରତ-ପାକିସ୍ତାନ ମଧ୍ୟରେ ତିନୋଟି ଆକାଶପଥ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ : ଭାରତ ସରକାର କାଶ୍ମୀରରୁ ଧାରା ୩୭୦ ଉଠାଇବା ପରେ ତାହାର ଜବାବରେ ପାକିସ୍ତାନ ସରକାର କେତେକ ପଦକ୍ଷେପ ନେଇଛନ୍ତି । ଭାରତ-ପାକିସ୍ତାନ ମଧ୍ୟରେ ଥିବା ୯ଟି ଆକାଶପଥ ମଧ୍ୟରୁ ତିନୋଟି ଆକାଶପଥକୁ ପାକିସ୍ତାନ ବନ୍ଦ କରିଛି।

ସୂଚନା ଯୋଗ୍ୟ, ବୁଧବାର ବସିଥିବା ପାକିସ୍ତାନର ନ୍ୟାସନାଲ ସିକ୍ୟୁରିଟି କମିଟିର ବୈଠକପରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା । ଏହି ନିଷ୍ପତ୍ତି ଅନୁସାରେ ପାକିସ୍ତାନ ଭାରତ ସହିତ ନିଜର କୂଟନୈତିକ ସମ୍ପର୍କ ଛିନ୍ନ କରିବାସହ ତିନୋଟି ଆକାଶପଥ ବନ୍ଦ କରିଛି । ଏହା ସହିତ ଦ୍ୱିପାକ୍ଷିକ ବାଣିଜ୍ୟ କାରବାର ଛିନ୍ନ କରିବାକୁ ମଧ୍ୟ ପାକିସ୍ତାନ ନିଷ୍ପତ୍ତି ନେଇଛି ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories