www.samajalive.in
Tuesday, December 9, 2025
17.1 C
Bhubaneswar

ଡିଜିପି ଦାୟିତ୍ବ ଗ୍ରହଣ କଲେ ବି.କେ ଶର୍ମା

ଭୁବନେଶ୍ବର : ବରିଷ୍ଠ ଆଇପିଏସ୍ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା ରାଜେନ୍ଦ୍ର ପ୍ରସାଦ ଶର୍ମା ନୂଆ ଲୋକାୟୁକ୍ତ ସଦସ୍ୟ ଭାବେ ନିଯୁକ୍ତି ପାଇବା ପରେ ବିଜୟ କୁମାର ଶର୍ମାଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ନୂଆ ଡିଜିପି ନିଯୁକ୍ତ ହେବା ପର୍ଯ୍ୟନ୍ତ ବି.କେ ଶର୍ମା ରାଜ୍ୟର ପୁଲିସ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ ତୁଲାଇବେ। ବିଜୟ ଶର୍ମା ବର୍ତ୍ତମାନ ଅଗ୍ନିଶମ ବିଭାଗର ଡିଜି ଅଛନ୍ତି। ସେ ୧୯୮୬ ବ୍ୟାଚ୍‌ର ଜଣେ ବରିଷ୍ଠ ଆଇପିଏସ୍ ଅଧିକାରୀ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories