www.samajalive.in
Saturday, December 13, 2025
26.1 C
Bhubaneswar

ସାପ କାମୁଡ଼ାରେ ପୁଅ ମୃତ, ବାପା ଗୁରୁତର

ଅନୁଗୁଳ : ଅନୁଗୁଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଗଡ଼ତରାସ ପଞ୍ଚାୟତର କନ୍ତମେଘ ଗ୍ରାମରେ ଗୁରୁବାର ସାପ କାମୁଡ଼ାରେ ଗୋଟିଏ ପରିବାରରେ ପୁଅର ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ରାତିରେ ଶୋଇଥିବା ବେଳେ ବାପା ଶ୍ରୀକାନ୍ତ ଗଡ଼ନାୟକ ଓ ପୁଅ ଟୁକୁନାଙ୍କୁ ସାପ କାମୁଡ଼ିଥିଲା। ପରିବାର ଲୋକ ଉଭୟଙ୍କୁ ଡାକ୍ତରଖାନା ଆଣିବା ପରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଟୁକୁନାଙ୍କର ଗଡନାୟକର ମୃତ୍ୟୁ ହୋଇଥିଲା। ଗୁରୁତର ଶ୍ରୀକାନ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories